କଳିଯୁଗରେ ଦେବତାମାନେ ମଧ୍ୟ ସମାଜର କୁପ୍ରଭାବରୁ ନିଜକୁ ରକ୍ଷା କରିପାରିଲେ ନାହିଁ | ସେମାନେ ମଧ୍ୟ ଲାଞ୍ଚୁଆ ହୋଇଗଲେଣି | ଭକ୍ତର ଭକ୍ତିକୁ ଛାଡି ଭୋଗ, ମିଠା, କଦଳୀ, ଦେଖି ଆଶୀର୍ବାଦ ଦେଉଛନ୍ତି| ମୁଁ ତ ଗୋଟିଏ ଗରିବ ସେବକ ମାତ୍ର, କଣ ଅବା ଦେଇପାରିବି | ଯାହା ମାଗଣାରେ ମିଳୁଥିବା ଫୁଲ ଓ ମନ ଭିତରେ ଥିବା ନିଷ୍କପଟ ଭକ୍ତି ଛଡା | ବଦଳରେ ଯାହା ଦବ ମୁଣ୍ଡ ନୁଆଇଁ ନେବା ଛଡା ଅନ୍ୟ ଗତି ନାହିଁ| ଦେଖିବା କେବେ ତୁମର ସ୍ୱାଦ ବଦଳୁଛ| ସେତେବେଳେ ମୁଁ ମଧ୍ୟ ଧନୀ ଭକତ ହୋଇଯାଇଥିବି | ମୋ ପାଖରେ ମଧ୍ୟ ଦେବା ପାଇଁ ମିଠା,ଭୋଗ, କଦଳୀ ଥିବା ହେଲେ ମନରେ ସେ ଭକ୍ତି ନ ଥିବ |
(ଧନ୍ୟ ତୁମେ, ତୁମ ଭକ୍ତ, ଓ ଭକ୍ତି)
P.PATRA
No comments:
Post a Comment