P.PATRA
Friday, 2 May 2025
Thursday, 1 May 2025
Monday, 21 April 2025
Saturday, 29 March 2025
ज्ञान और अज्ञान
एक ज्ञानी अगर अज्ञानी के नज़र से खुद को देखेगा तो अज्ञानी ही पायेगा।
एक अज्ञानी अगर ज्ञानी के नजर से खुद को देखेगा तो अज्ञानी ही पायेगा। P.PATRA
କଳିଯୁଗର ଦେବତା
କଳିଯୁଗରେ ଦେବତାମାନେ ମଧ୍ୟ ସମାଜର କୁପ୍ରଭାବରୁ ନିଜକୁ ରକ୍ଷା କରିପାରିଲେ ନାହିଁ | ସେମାନେ ମଧ୍ୟ ଲାଞ୍ଚୁଆ ହୋଇଗଲେଣି | ଭକ୍ତର ଭକ୍ତିକୁ ଛାଡି ଭୋଗ, ମିଠା, କଦଳୀ, ଦେଖି ଆଶୀର୍ବାଦ ଦେଉଛନ୍ତି| ମୁଁ ତ ଗୋଟିଏ ଗରିବ ସେବକ ମାତ୍ର, କଣ ଅବା ଦେଇପାରିବି | ଯାହା ମାଗଣାରେ ମିଳୁଥିବା ଫୁଲ ଓ ମନ ଭିତରେ ଥିବା ନିଷ୍କପଟ ଭକ୍ତି ଛଡା | ବଦଳରେ ଯାହା ଦବ ମୁଣ୍ଡ ନୁଆଇଁ ନେବା ଛଡା ଅନ୍ୟ ଗତି ନାହିଁ| ଦେଖିବା କେବେ ତୁମର ସ୍ୱାଦ ବଦଳୁଛ| ସେତେବେଳେ ମୁଁ ମଧ୍ୟ ଧନୀ ଭକତ ହୋଇଯାଇଥିବି | ମୋ ପାଖରେ ମଧ୍ୟ ଦେବା ପାଇଁ ମିଠା,ଭୋଗ, କଦଳୀ ଥିବା ହେଲେ ମନରେ ସେ ଭକ୍ତି ନ ଥିବ |
(ଧନ୍ୟ ତୁମେ, ତୁମ ଭକ୍ତ, ଓ ଭକ୍ତି)
P.PATRA
Subscribe to:
Posts (Atom)
Who are you ?
Who are you? How are you different from others? What makes you different? You are hardworking and capable of thinking about both good and ...
-
"Money without education is just an asset to enjoy the life but money with education is the reason for healthy and happy life" ...
-
କଳିଯୁଗରେ ଦେବତାମାନେ ମଧ୍ୟ ସମାଜର କୁପ୍ରଭାବରୁ ନିଜକୁ ରକ୍ଷା କରିପାରିଲେ ନାହିଁ | ସେମାନେ ମଧ୍ୟ ଲାଞ୍ଚୁଆ ହୋଇଗଲେଣି | ଭକ୍ତର ଭକ୍ତିକୁ ଛାଡି ଭୋଗ, ମିଠା, କଦଳୀ, ଦେ...
-
"गलती माफ़ की जा सकती है क्यों की इसमें दिल और दिमाग का योगदान न के बराबर होता है पर चालाकी माफ़ नहीं की जा सकती क्यों की इसमें दिल और...